< ଜଅନ୍ 10 >
1 ୧ ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜେ ଦୁଆର୍ ବାଟେ ନ ଜାଇ ବିନ୍ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ଚର୍ ଆରି କାଙ୍ଗାର୍ ।
౧మీతో కచ్చితంగా చెబుతున్నాను, గొర్రెల దొడ్డిలోకి ప్రవేశ ద్వారం గుండా కాకుండా వేరే విధంగా ఎక్కి లోపలికి వచ్చేవాడు దొంగే, వాడు దోపిడీగాడే.
2 ୨ ମାତର୍ ଜେ ଦୁଆର୍ ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ମେଣ୍ଡା ରାସିର୍ ଗଉଡ୍ ।
౨ప్రవేశ ద్వారం ద్వారా వచ్చేవాడు గొర్రెల కాపరి.
3 ୩ ଜାଗୁଆଲ୍ ଦୁଆର୍ ଉଗାଡି ଦେଇସି ଆରି ନାଉଁ ଦାରି ଡାକ୍ସି । ମେଣ୍ଡାମନ୍ ତାର୍ ଡାକ୍ଲାଟା ସୁନ୍ବାଇ, ଆରି ସେମନ୍କେ ବାର୍କରାଇ ଦାରିଜାଇସି ।
౩అతని కోసం కాపలావాడు ద్వారం తెరుస్తాడు. గొర్రెలు అతని స్వరం వింటాయి. తన సొంత గొర్రెలను అతడు పేరు పెట్టి పిలిచి బయటకు నడిపిస్తాడు.
4 ୪ ନିଜର୍ ସବୁ ମେଣ୍ଡାମନ୍କେ ବାଇରେ ଆନ୍ବା ବେଲେ, ସେ ଆଗେ ଆଗେ ଇଣ୍ଡ୍ସି ଆରି ମେଣ୍ଡାମନ୍ ତାର୍ ପଚେ ପଚେ ଜିବାଇ । କାଇକେବଇଲେ ମେଣ୍ଡାମନ୍ ତାର୍ ଡାକ୍ଲାଟା ଜାନତ୍ ।
౪తన సొంత గొర్రెలనన్నిటిని బయటకి ఎప్పుడు నడిపించినా, వాటికి ముందుగా అతడు నడుస్తాడు. అతని స్వరం గొర్రెలకు తెలుసు కాబట్టి అవి అతని వెంట నడుస్తాయి.
5 ୫ ମାତର୍ ମେଣ୍ଡାମନ୍ କେବେ ମିସା ନ ଚିନ୍ଲା ଲକର୍ ପଚ୍ ପଚ୍ ନ ଜାଅତ୍, ତାର୍ଲଗେଅନି ପାଲାଇବାଇ । କାଇକେବଇଲେ ସେମନ୍ ଅଚିନାର୍ ଲକ୍ ଡାକ୍ଲେ ନ ଜାଅତ୍ ।”
౫వేరేవారి స్వరం వాటికి తెలియదు కాబట్టి అవి వారి వెంట వెళ్ళకుండా పారిపోతాయి.
6 ୬ ଜିସୁ ସେମନ୍କେ ଏନ୍ତି ଉଦାଅରଣ୍ ଦେଇ କଇଲା, ମାତର୍ ସେମନ୍ ତାର୍ ଅରତ୍ କାଇଟା ବଲି ବୁଜି ନାପାର୍ଲାଇ ।
౬యేసు ఈ ఉపమానం ద్వారా వారితో మాట్లాడాడు గాని ఆయన వారితో చెప్పిన ఈ సంగతులు వారికి అర్థం కాలేదు.
7 ୭ ସେଟାର୍ ପାଇ ଜିସୁ ଆରିତରେକ୍ କଇଲା, “ମୁଇ ତମ୍କେ ସତ୍ କଇଲିନି ମୁଇ ମେଣ୍ଡାମନର୍ ଡିଆଗଡି ।
౭అందుకు యేసు మళ్ళీ వారితో ఇలా అన్నాడు, “మీతో కచ్చితంగా చెబుతున్నాను, గొర్రెల ప్రవేశ ద్వారం నేనే.
8 ୮ ମର୍ ଆଗ୍ତୁ ଜେତେଲକ୍ ଆସିଆଚତ୍, ସେମନ୍ ସବୁଲକ୍ ଜାକ ଚର୍ ଆରି କାଙ୍ଗାର୍ମନ୍, ସେଟାର୍ପାଇ ମେଣ୍ଡାମନ୍ ତାକର୍ କାତା ମୁଲ୍କେ ସୁନତ୍ନାଇ ।
౮నా ముందు వచ్చిన వారంతా దొంగలు, దోపిడిగాళ్ళే. గొర్రెలు వారి మాట వినలేదు.
9 ୯ ମୁଇ ଦୁଆର୍, ଜଦି କେ ମିସା ମର୍ ବାଟେ ଆସି କେଟ୍ସି ବଇଲେ, ସେ ରକିଆପାଇସି, ଆରି ସେ ବିତ୍ରେ ଆରି ବାଇରେ ଜାଇ ଚାରି ପାର୍ସି ।
౯నేనే ప్రవేశ ద్వారం, నా ద్వారా ఎవడైనా లోపల ప్రవేశిస్తే వాడికి రక్షణ దొరుకుతుంది. వాడు లోపలికి వస్తూ బయటకి వెళ్తూ పచ్చికను కనుగొంటాడు.
10 ୧୦ ଚର୍, ଚରାଇବାକେ, ମରାଇବାକେ, ଆରି ନାସ୍ କର୍ବାକେସେ ଆଇସି, ମାତର୍ ମୁଇ ଜେନ୍ତିକି ସେମନ୍କେ ପୁରାପୁରୁନ୍ ଜିବନ୍ ଦେବାକେ ଆଇଲି ଆଚି ।”
౧౦దొంగ కేవలం దొంగతనం, హత్య, నాశనం చెయ్యడానికి మాత్రమే వస్తాడు. గొర్రెలకు జీవం కలగాలని, ఆ జీవం సమృద్ధిగా కలగాలని నేను వచ్చాను.
11 ୧୧ ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
౧౧నేను గొర్రెలకు మంచి కాపరిని. మంచి కాపరి గొర్రెల కోసం తన ప్రాణం ఇస్తాడు.
12 ୧୨ ଜେ ମେଣ୍ଡା ଚାରାଉ ନଏଁ, ମାତର୍ ବୁତି ପାଉ, ମେଣ୍ଡାମନ୍ ତାର୍ ନିଜର୍ଟା ନଅତ୍, ସେଟାର୍ପାଇ ଡୁର୍କା ଆଇବାଟା ଦେକି ମେଣ୍ଡାମନ୍କେ ଚାଡି ପାଲାଇସି । ଆରି ଡୁର୍କା ମେଣ୍ଡାମନ୍କେ ଦାରି ଚିନ୍ ଚତର୍ କରିଦେଇସି ।
౧౨జీతం కోసం పని చేసేవాడు కాపరిలాంటి వాడు కాదు. గొర్రెలు తనవి కావు కాబట్టి తోడేలు రావడం చూసి గొర్రెలను వదిలిపెట్టి పారిపోతాడు. తోడేలు ఆ గొర్రెలను పట్టుకుని చెదరగొడుతుంది.
13 ୧୩ ଜେ ବୁତି ମିଲବଲି ମେଣ୍ଡା ଚାରାଇସି, ସେ ମେଣ୍ଡାମନ୍କେ ଚାଡି ଉଟିଜାଇସି । କାଇକେବଇଲେ ସେ ମେଣ୍ଡାମନର୍ ପାଇ ଚିନ୍ତା ନ କରେ ।
౧౩జీతగాడు జీతం మాత్రమే కోరుకుంటాడు కాబట్టి గొర్రెలను పట్టించుకోకుండా పారిపోతాడు.
14 ୧୪ ମୁଇ ନିକ ମେଣ୍ଡା ଚାରାଉ । ବାବା ଜେନ୍ତାରି ମକେ ଜାନେ, ମୁଇ ମିସା ସେନ୍ତି ବାବାକେ ଜାନି,
౧౪నేను గొర్రెలకు మంచి కాపరిని. నా గొర్రెలు నాకు తెలుసు. నా సొంత గొర్రెలకు నేను తెలుసు.
15 ୧୫ ସେନ୍ତାରିସେ ମୁଇ ମର୍ ନିଜର୍ ମେଣ୍ଡାମନ୍କେ ଜାନି । ଆରି ମେଣ୍ଡାମନ୍ ମିସା ମକେ ଜାନତ୍ । ମୁଇ ସେମନର୍ ଲାଗି ମର୍ ଜିବନ୍ ଦେବାକେ ମିସା ରାଜି ।
౧౫నా తండ్రికి నేను తెలుసు. నాకు నా తండ్రి తెలుసు. నా గొర్రెల కోసం ప్రాణం పెడతాను.
16 ୧୬ ଏନ୍ତାରି ମର୍ ବିନ୍ ମେଣ୍ଡାମନ୍ ଆଚତ୍ । ସେମନ୍ ଏ ରାସି ଟାନେ ନାଇ, ମକେ ସେମନ୍କେ ମିସା ଆନ୍ବାକେ ପଡ୍ସି । ସେମନ୍ ମୁଇ ଡାକ୍ବାଟା ସୁନ୍ବାଇ ଆରି ତେଇର୍ ଗଟେକ୍ ରାସି ଅଇ ରଇବାଇ । “
౧౬ఈ గొర్రెలశాలకు చెందని ఇతర గొర్రెలు నాకు ఉన్నాయి. వాటిని కూడా నేను తీసుకురావాలి. అవి నా స్వరం వింటాయి. అప్పుడు ఉండేది ఒక్క మంద, ఒక్క కాపరి.
17 ୧୭ “ମର୍ ବାବା ମକେ ଆଲାଦ୍ କଲାନି, କାଇକେବଇଲେ ମୁଇ ମର୍ ଜିବନ୍ ଦେବାକେ ମନ୍ କଲିନି । ଆରି ମର୍ ଜିବନ୍ ଦାନ୍ କର୍ବି ବଇଲେ ଆରିତରେକ୍ ସେଟା ପାଇବି ।
౧౭నా ప్రాణం మళ్ళీ పొందడానికి దాన్ని పెడుతున్నాను. అందుకే నా తండ్రి నన్ను ప్రేమిస్తున్నాడు.
18 ୧୮ ମର୍ ଜିବନ୍ ବିନ୍ ଲକ୍ ନେଇ ନାପାରତ୍ । ସେଟା ମୁଇ ନିଜେ ମନ୍କରି ଦାନ୍ କର୍ବି କି ଆରିତରେକ୍ ଆନ୍ବାକେ ମିସା ମର୍ ଅଦିକାର୍ ଆଚେ । ମର୍ ବାବା ମକେ ଏ ଅଦିକାର୍ ଦେଇଆଚେ ।”
౧౮నా ప్రాణాన్ని నానుంచి ఎవ్వరూ తీసివేయలేరు. నేను స్వయంగా నా ప్రాణం పెడుతున్నాను. దాన్ని పెట్టడానికి, తిరిగి తీసుకోవడానికి నాకు అధికారం ఉంది. ఈ ఆజ్ఞ నా తండ్రి నుంచి నేను పొందాను.”
19 ୧୯ ଜିସୁର୍ ଏ ସବୁ କାତାର୍ ଲାଗି ଜିଉଦିମନ୍ ବାଗ୍ ବାଗ୍ ଅଇଗାଲାଇ ।
౧౯ఈ మాటలవల్ల యూదుల్లో మళ్ళీ విభేదాలు వచ్చాయి.
20 ୨୦ ସେମନର୍ ବିତ୍ରେ କେତେକ୍ ଲକ୍ କଇବାର୍ ଦାର୍ଲାଇ, “ତାକେ ଡୁମା ଦାରିଆଚେ, ସେ ବାୟାଟା, କାଇକେ ତାର୍ କାତା ସୁନ୍ଲାସ୍ନି?”
౨౦వారిలో చాలా మంది, “ఇతనికి దయ్యం పట్టింది. ఇతను పిచ్చివాడు. ఇతని మాటలు మీరు ఎందుకు వింటున్నారు?” అన్నారు.
21 ୨୧ ମାତର୍ ବିନ୍ଲକ୍ମନ୍ କଇଲାଇ, “ଏ ସବୁ କାତା ତା ଡୁମା ଦାରି ରଇବା ଲକ୍ କଇନାପାରେ । ଡୁମା କାଇ କାଣା ଲକର୍ ଆଁକି ନିମାନ୍ କରିଦେଇପାରେ କି?”
౨౧ఇంకొంతమంది, “ఇవి దయ్యం పట్టినవాడి మాటలు కాదు. దయ్యం గుడ్డివారి కళ్ళు తెరవగలదా?” అన్నారు.
22 ୨୨ ସେ ବେଲେ ସିତ୍ ଦିନ୍ ଅଇରଇଲା ଆରି ଜିରୁସାଲାମ୍ ମନ୍ଦିର୍ ତିଆର୍ କଲା ପରବ୍ ଅଇତେରଇଲା ।
౨౨ఆ తరువాత యెరూషలేములో ప్రతిష్ట పండగ వచ్చింది. అది చలికాలం.
23 ୨୩ ତେଇ ଜିସୁ ମନ୍ଦିରେ ସଲ୍ମନର୍ ମଣ୍ଡପେ ବୁଲ୍ତେରଇଲା ।
౨౩అప్పుడు యేసు దేవాలయ ప్రాంగణంలో ఉన్న సొలొమోను మంటపంలో నడుస్తూ ఉండగా
24 ୨୪ ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
౨౪యూదులు ఆయన చుట్టూ చేరి ఆయనతో. “ఎంతకాలం మమ్మల్ని ఇలా సందేహంలో ఉంచుతావు? నువ్వు క్రీస్తువైతే మాతో స్పష్టంగా చెప్పు” అన్నారు.
25 ୨୫ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପର୍ତୁମ୍ କଇଆଚି, ମାତର୍ ମକେ ବିସ୍ବାସ୍ କରାସ୍ନାଇ । ମର୍ ବାବାର୍ ଅଦିକାରେ ମୁଇ ଜନ୍ ଜନ୍ କାମ୍ମନ୍ କଲିଆଚି, ସେ ସବୁଜାକ ମର୍ ବିସଇର୍ ସାକି ଦେଲାନି ।
౨౫అందుకు యేసు వారితో ఇలా అన్నాడు, “నేను మీకు చెప్పాను గాని మీరు నమ్మడం లేదు. నా తండ్రి పేరిట నేను చేస్తున్న క్రియలు నా గురించి సాక్ష్యం ఇస్తున్నాయి.
26 ୨୬ ମାତର୍ ତମେ ମକେ ବିସ୍ବାସ୍ କରାସ୍ନାଇ, କାଇକେବଇଲେ ତମେ ମର୍ ମେଣ୍ଡାମନ୍ ନୁଆସ୍ ।
౨౬అయినా, మీరు నా గొర్రెలు కానందువల్ల మీరు నమ్మడం లేదు.
27 ୨୭ ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ ।
౨౭నా గొర్రెలు నా స్వరం వింటాయి, అవి నాకు తెలుసు, అవి నా వెంట వస్తాయి.
28 ୨୮ ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ । (aiōn , aiōnios )
౨౮నేను వాటికి శాశ్వత జీవం ఇస్తాను కాబట్టి అవి ఎప్పటికీ నశించిపోవు. వాటిని ఎవరూ నా చేతిలోనుంచి లాగేసుకోలేరు. (aiōn , aiōnios )
29 ୨୯ ମର୍ ବାବା ମକେ ଜନ୍ଟା ଦେଲାଆଚେ, ସେଟା ସବୁର୍ଟାନେଅନି ଅଦିକ୍ ମୁଲିଅ । ବାବାର୍ ଆତେଅନି ସେଟା କେ ମିସା ଚାଡାଇ ନେଇ ନାପାରତ୍ ।
౨౯వాటిని నాకిచ్చిన నా తండ్రి అందరికన్నా గొప్పవాడు కాబట్టి నా తండ్రి చేతిలోనుంచి ఎవరూ వాటిని లాగేసుకోలేరు.
30 ୩୦ ବାବା ଆରି ମୁଇ ଗଟେକ୍ ସେ ।”
౩౦నేను, నా తండ్రి, ఒకటే!”
31 ୩୧ ଏ କାତା ସୁନି ଲକ୍ମନ୍ ତାକେ ଆରିତରେକ୍ ମାର୍ବାକେ ପାକ୍ନା ବେଟ୍ଲାଇ ।
౩౧అప్పుడు యూదులు ఆయనను కొట్టడానికి రాళ్ళు పట్టుకున్నారు.
32 ୩୨ ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍?”
౩౨యేసు వారితో, “తండ్రి నుంచి ఎన్నో మంచి పనులు మీకు చూపించాను. వాటిలో ఏ మంచి పనినిబట్టి నన్ను రాళ్ళతో కొట్టాలని అనుకుంటున్నారు?” అన్నాడు.
33 ୩୩ ସେମନ୍ ତାକେ କଇଲାଇ, “ନିମାନ୍ କାମର୍ ଲାଗି ତକେ ଆମେ ମାର୍ବାକେ ପାକ୍ନା ବେଟୁନାଇ, ମାତର୍ ପର୍ମେସର୍କେ ନିନ୍ଦା କଲୁସ୍ନି ବଲିକରି, ଆରି ତୁଇ ମନସ୍ ଅଇକରି ନିଜ୍କେ ପର୍ମେସର୍ ବଲାଇଅଇବାର୍ ଲାଗି ।”
౩౩అందుకు యూదులు, “నువ్వు మనిషివై ఉండి నిన్ను నీవు దేవుడుగా చేసుకుంటున్నావు. దేవదూషణ చేసినందుకే నిన్ను రాళ్లతో కొడుతున్నాం. మంచి పనులు చేసినందుకు కాదు” అని ఆయనతో అన్నారు.
34 ୩୪ ଜିସୁ ସେମନ୍କେ କଇଲା, “ତମର୍ ରିତିନିତି ଟାନେ କାଇ ଏଟା ଲେକାନାଇ କି? ପର୍ମେସର୍ କଇଲା ତମେ ପର୍ମେସର୍ ।
౩౪యేసు వారికి జవాబిస్తూ ఇలా అన్నాడు, “‘మీరు దేవుళ్ళని నేనన్నాను’ అని మీ ధర్మశాస్త్రంలో రాసి లేదా?
35 ୩୫ ଆମେ ଜାନୁ ସାସ୍ତରର୍ ବାକିଅ ସବୁ ଦିନର୍ ପାଇ ସତ୍ । ପର୍ମେସରର୍ ବାକିଅ ଜନ୍ଲକ୍ମନ୍ ଜାନିଆଚତ୍, ସେମନ୍କେ ପର୍ମେସର୍ ବଲି କୁଆ ଅଇଲାଆଚେ ।
౩౫లేఖనం వ్యర్థం కాదు. దేవుని వాక్కు ఎవరికి వచ్చిందో, వారిని ఆయన దేవుళ్ళని పిలిస్తే,
36 ୩୬ ବାବା ମକେ ବାଚିକରି ଏ ଦୁନିଆଇ ପାଟାଇଆଚେ, ସେନ୍ତାର୍ ଆଲେ ମୁଇ ନିଜ୍କେ ପର୍ମେସରର୍ ପ ବଲି କଇଲାକେ, ତମେ ମକେ କେନ୍ତି ପର୍ମେସର୍କେ ନିନ୍ଦା କଲୁସ୍ନି ବଲି କଇଲାସ୍ନି?
౩౬తండ్రి పవిత్రంగా ఈ లోకంలోకి పంపినవాడు ‘నేను దేవుని కుమారుణ్ణి’ అని అంటే ‘నువ్వు దేవదూషణ చేస్తున్నావు’ అని మీరు అంటారా?
37 ୩୭ ମୁଇ ଜଦି ମର୍ ବାବାର୍ କାମ୍ ନ କରି, ସେନ୍ତାର୍ଆଲେ ମକେ ବିସ୍ବାସ୍ କରାନାଇ ।
౩౭నేను నా తండ్రి పనులు చెయ్యకపోతే నన్ను నమ్మకండి.
38 ୩୮ ଜଦି ମୁଇ ସେ ମନ୍କଲାଟା ପୁରାପୁରୁନ୍ କର୍ବି ବଇଲେ, ମକେ ବିସ୍ବାସ୍ ନ କଲେମିସା ମୁଇ କର୍ବା କାମ୍ ବିସ୍ବାସ୍ କରା । ସେଟାର୍ ପାଇ ତମେ ଜାନିପାରାସ୍ ଜେ, ମର୍ ବାବା ପର୍ମେସର୍ ମର୍ ସଙ୍ଗ୍ ଆଚେ ଆରି ମୁଇ ତାର୍ଟାନେ ଆଚି ।”
౩౮అయితే, నేను నా తండ్రి పనులు చేస్తూ ఉంటే, మీరు నన్ను నమ్మకపోయినా, తండ్రి నాలోను నేను తండ్రిలోను ఉన్నామని మీరు తెలుసుకుని అర్థం చేసుకునేందుకు ఆ పనులను నమ్మండి.”
39 ୩୯ ସେମନ୍ ଆରିତରେକ୍ ଜିସୁକେ ଦାର୍ବାକେ ଚେସ୍ଟା କଲାଇ, ମାତର୍ ଜିସୁ ସେମନ୍କେ ଦାରାଇ ନ ଅଇକରି କସ୍ରି ଉଟିଗାଲା ।
౩౯వారు మళ్ళీ ఆయనను పట్టుకోవాలనుకున్నారు గాని ఆయన వారి చేతిలో నుండి తప్పించుకున్నాడు.
40 ୪୦ ତାର୍ପଚେ ସେ ଆରିତରେକ୍ ଜର୍ଦନ୍ ଗାଡର୍ ସେପାଟେ ଉଟିଜାଇକରି ଆଗେ ଜଅନ୍ ଜନ୍ ଜାଗାଇ ଡୁବନ୍ ଦେଇ ରଇଲା, ସେ ଜାଗାଇ ଜାଇକରି ରଇଲା ।
౪౦యేసు మళ్ళీ యొర్దాను నది అవతలికి వెళ్ళి అక్కడే ఉన్నాడు. యోహాను మొదట బాప్తిసం ఇస్తూ ఉన్న స్థలం ఇదే.
41 ୪୧ ଆରି ବେସିଲକ୍ମନ୍ ତାର୍ଲଗେ ଆସିକରି କଇଲାଇ, “ଜଅନ୍ ସିନା କାଇ କାବାଅଇ ଜିବା କାମ୍ କରି ନ ରଇଲା, ମାତର୍ ଏ ଲକର୍ ବିସଇନେଇ ଜଅନ୍ ଜେତ୍କି କାତା କଇରଇଲା, ସେ ସବୁ ସତ୍ ଆକା ।”
౪౧చాలా మంది ఆయన దగ్గరికి వచ్చారు. వారు, “యోహాను ఏ సూచక క్రియలూ చేయలేదు గాని ఈయన గురించి యోహాను చెప్పిన సంగతులన్నీ నిజమే” అన్నారు.
42 ୪୨ ଆରି ସେ ଜାଗାଇ ବେସି ଲକ୍ମନ୍ ଜିସୁକେ ବିସ୍ବାସ୍ କଲାଇ ।
౪౨అక్కడ చాలా మంది యేసుని నమ్మారు.